ରାଧାମୋହନ ମିଶ୍ର

ଉଇକିପିଡ଼ିଆ‌ରୁ
ରାଧାମୋହନ ମିଶ୍ର
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀବିନକା
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୩
ନିର୍ବାଚନ ମଣ୍ଡଳୀତୁଷରା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1928-04-24)୨୪ ଅପ୍ରେଲ ୧୯୨୮
ମୃତ୍ୟୁ୨ ଜୁନ ୨୦୦୦(2000-06-02) (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀସରୋଜିନୀ ମିଶ୍ର
ବାପା/ବୋଉନାରାୟଣ ମିଶ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ରାଧାମୋହନ ମିଶ୍ର (୨୪ ଅପ୍ରେଲ ୧୯୨୮ - ୨ ଜୁନ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୧ ଓ ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତୁଷରାବିନକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ, ୫ମ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରାଧାମୋହନ ମିଶ୍ର ୧୯୨୮ ମସିହାର ଅପ୍ରେଲ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ମିଶ୍ର ଓ ପତ୍ନୀଙ୍କ ନାମ ସରୋଜିନୀ ମିଶ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାଧାମୋହନ ମିଶ୍ର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ତୁଷରା ସ୍ୱତନ୍ତ୍ର ପାର୍ଟି
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ତୁଷରା ସ୍ୱତନ୍ତ୍ର ପାର୍ଟି
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ବିନକା ସ୍ୱତନ୍ତ୍ର ପାର୍ଟି

ମୃତ୍ୟୁ[ସମ୍ପାଦନା]

ରାଧାମୋହନ ମିଶ୍ର ୨୦୦୦ ମସିହାର ଜୁନ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Radhamohan Mishra". odishaassembly.nic.in. Odisha Assembly. Retrieved 22 September 2022.