ରାମଚନ୍ଦ୍ରପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଜିଲ୍ଲା: କେନ୍ଦୁଝର
ଲୋକ ସଭା ନିର୍ବାଚନ ମଣ୍ଡଳୀ: କେନ୍ଦୁଝର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ରାମଚନ୍ଦ୍ରପୁର (କ୍ରମିକ ସଂଖ୍ୟା: ୧୪୬) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଥିଲା ।[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ଥିଲା: ଘସିପୁରା ବ୍ଳକ, ଘଟଗାଁ ବ୍ଳକ ଓ ଆନନ୍ଦପୁର ବ୍ଳକର କିଛି ଅଂଶ ।

ଏହି ନିର୍ବାଚନ ମଣ୍ଡଳୀ ୧୯୬୧ ମସିହରେ ଗଠିତ ହୋଇଥିଲା ଏବଂ ୨୦୦୪ ମସିହାରେ ଏହି ନିର୍ବାଚନ ମଣ୍ଡଳୀରେ ଶେଷଥର ପାଇଁ ବିଧାନ ସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା ।[୨] ଏହାପରେ ଏହି ନିର୍ବାଚନ ମଣ୍ଡଳୀର ନାମ ପରିବର୍ତ୍ତନ କରାଯାଇ ଘସିପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ରଖାଯାଇଥିଲା ।

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

ଆଧାର[ସମ୍ପାଦନା]

  1. "Ramchandrapur Assembly Constituency Election Result - Legislative Assembly Constituency". resultuniversity.com. Retrieved 2019-08-16.
  2. "Odisha Legislative Assembly". odishaassembly.nic.in. Retrieved 2019-08-16.