ରାମଚନ୍ଦ୍ର କିସ୍କୁ

ଉଇକିପିଡ଼ିଆ‌ରୁ
ରାମଚନ୍ଦ୍ର କିସ୍କୁ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀବୈସିଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-09-22)୨୨ ସେପ୍ଟେମ୍ବର ୧୯୨୦
ମୃତ୍ୟୁ୧୧ ଫେବୃଆରୀ ୧୯୮୦(1980-02-11) (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଜୀବନ ସାଥୀସଲମା କିସ୍କୁ
ବାପା/ବୋଉଜଟା କିସ୍କୁ (ବାପା)
ବୃତ୍ତିରାଜନୀତିଜ୍ଞ

ରାମଚନ୍ଦ୍ର କିସ୍କୁ (୨୨ ସେପ୍ଟେମ୍ବର ୧୯୨୦ - ୧୧ ଫେବୃଆରୀ ୧୯୮୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରାମଚନ୍ଦ୍ର କିସ୍କୁ ୧୯୨୦ ମସିହାର ସେପ୍ଟେମ୍ବର ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜଟା କିସ୍କୁ ଓ ପତ୍ନୀଙ୍କ ନାମ ସଲମା କିସ୍କୁ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାମଚନ୍ଦ୍ର କିସ୍କୁ ଓଡ଼ିଶା ରାଜନୀତିରେ ଜନତା ପାର୍ଟି କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ରାମଚନ୍ଦ୍ର କିସ୍କୁ ୧୯୮୦ ମସିହାର ଫେବୃଆରୀ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Ramachandra Kisku". odishaassembly.nic.in. Odisha Assembly. Retrieved 20 September 2022.