ରାମଚନ୍ଦ୍ର ସେଠୀ

ଉଇକିପିଡ଼ିଆ‌ରୁ
ରାମଚନ୍ଦ୍ର ସେଠୀ
ବିଧାୟକ: ୧୦ମ, ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୨୦୦୪
ପୂର୍ବ ଅଧିକାରୀଘନଶ୍ୟାମ ବେହେରା
ପର ଅଧିକାରୀତ୍ରିନାଥ ବେହେରା
ନିର୍ବାଚନ ମଣ୍ଡଳୀଗୋପାଳପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1948-07-01)୧ ଜୁଲାଇ ୧୯୪୮
ମୃତ୍ୟୁ୪ ଅପ୍ରେଲ ୨୦୦୭(2007-04-04) (ବୟସ ୫୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ଜୀବନ ସାଥୀଶକୁନ୍ତଳା ସେଠୀ
ବାପା/ବୋଉବାସୁଦେବ ସେଠୀ (ବାପା)
ବୃତ୍ତିରାଜନୀତିଜ୍ଞ

ରାମଚନ୍ଦ୍ର ସେଠୀ (୧ ଜୁଲାଇ ୧୯୪୮ - ୪ ଅପ୍ରେଲ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୯୦, ୧୯୯୫ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୦ମ, ୧୧ଶ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ରାମଚନ୍ଦ୍ର ୧୯୪୮ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାସୁଦେବ ସେଠୀ ଓ ପତ୍ନୀଙ୍କ ନାମ ଶକୁନ୍ତଳା ସେଠୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରାମଚନ୍ଦ୍ର ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ଦଳରେ ଏବଂ ପରେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା ଗୋପାଳପୁର ଜନତା ଦଳ
୧୯୯୫ ୨୦୦୦ ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା ଗୋପାଳପୁର ଜନତା ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଗୋପାଳପୁର ବିଜୁ ଜନତା ଦଳ

ମୃତ୍ୟୁ[ସମ୍ପାଦନା]

ରାମଚନ୍ଦ୍ର ୨୦୦୭ ମସିହାର ଅପ୍ରେଲ ୪ ତାରିଖରେ ୫୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Ramachandra Sethi". odishaassembly.nic.in. Odisha Assembly. Retrieved 2 January 2021.