ରିପୁନାଥ ସେଠ
ଦେଖଣା
ରିପୁନାଥ ସେଠ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | କିଶୋରୀମଣି ସିଂହ |
ପର ଅଧିକାରୀ | ଅଶୋକ କୁମାର ପାଣିଗ୍ରାହୀ |
ନିର୍ବାଚନ ମଣ୍ଡଳୀ | ବିଜେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ଅକ୍ଟୋବର ୧୯୫୮ |
ମୃତ୍ୟୁ | ୨୭ ମାର୍ଚ୍ଚ ୨୦୨୨ ବରପାଲି | (ବୟସ ୬୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଯାଜ୍ଞସେନୀ ସେଠ |
ବାପା/ବୋଉ | ଖଗେଶ୍ୱର ସେଠ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରିପୁନାଥ ସେଠ (୨୭ ଅକ୍ଟୋବର ୧୯୫୮ - ୨୮ ମାର୍ଚ୍ଚ ୨୦୨୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରିପୁନାଥ ସେଠ ୧୯୫୮ ମସିହାର ଅକ୍ଟୋବର ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଖଗେଶ୍ୱର ସେଠ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରିପୁନାଥ ସେଠ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୯୯ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]୨୦୨୨ ମସିହା ମାର୍ଚ୍ଚ ୨୭ ତାରିଖ ଦିନ ବରପାଲିଠାରେ ରିପୁନାଥ ସେଠଙ୍କର ପରଲୋକ ଘଟିଥିଲା ।[୨] ମୃତ୍ୟୁବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ripunath Seth". odishaassembly.nic.in. Odisha Assembly. Retrieved 21 July 2021.
- ↑ PARIMITA, PRANGYAN (27 March 2022). "୬୭ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠଙ୍କ ପରଲୋକ". otvkhabar.in. odissa television. Archived from the original on 30 March 2022. Retrieved 28 March 2022.