ରୋମାନିଆ
Appearance
ରୋମାନିଆ ଇଉରୋପର ଦକ୍ଷିଣପୂର୍ବରେ ଅବସ୍ଥିତ ଏକ ଦେଶ। ଏହାର ପଶ୍ଚିମରେ ହଙ୍ଗେରୀ ଓ ସର୍ବିଆ, ଉତ୍ତରପୂର୍ବ ଓ ପୂର୍ବରେ ୟୁକ୍ରେନ ଓ ମାଲଡୋଭା ଏବଂ ଦକ୍ଷିଣରେ ବୁଲଗାରିଆ ରହିଛନ୍ତି।
ଆୟତନ ଅନୁସାରେ ଏହା ଇଉରୋପିଆନ୍ ୟୁନିଅନ୍ର ନବମ ବୃହତ୍ତମ (୨୩୮,୪୦୦ ବର୍ଗ କି.ମି) ଏବଂ ଜନସଂଖ୍ୟା ଅନୁସାରେ ସପ୍ତମ ବୃହତ୍ତମ (୨.୧୯ କୋଟି)। ବୁଖାରେଷ୍ଟ ଏହାର ରାଜଧାନୀ ଓ ସର୍ବବୃହତ୍ ସହର। ୨୦ ଲକ୍ଷର ଜନସଂଖ୍ୟା ସହ ଏହା ମଧ୍ୟ ଇଉରୋପିଆନ୍ ୟୁନିଅନ୍ର ଷଷ୍ଠ ବୃହତ୍ତମ ସହର।
ବ୍ୟୁତ୍ପତ୍ତି
[ସମ୍ପାଦନା]ରୋମାନିଆର ନାଁ România, român (କିମ୍ବା rumân) ଶବ୍ଦରୁ ଆନୀତ ଯାହାକି ଲାଟିନ୍ ଶବ୍ଦ romanusରୁ ଉତ୍ପନ୍ନ, ଯାହାର ଅର୍ଥ ରୋମ୍ର ନାଗରିକ।
ଇତିହାସ
[ସମ୍ପାଦନା]ଭୂଗୋଳ
[ସମ୍ପାଦନା]ଧର୍ମ
[ସମ୍ପାଦନା]ପ୍ରଶାସନିକ ବିଭାଜନ
[ସମ୍ପାଦନା]ଭାଷା
[ସମ୍ପାଦନା]ଆଧାର
[ସମ୍ପାଦନା]ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |