ଲକ୍ଷ୍ମଣ ପୂଜାରୀ
Appearance
ଲକ୍ଷ୍ମଣ ପୂଜାରୀ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଗଙ୍ଗା ମୁଦୁଲି |
ପର ଅଧିକାରୀ | ତୋୟକ ସଙ୍ଗଣା |
ନିର୍ବାଚନ ମଣ୍ଡଳୀ | କୋରାପୁଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଅଗଷ୍ଟ ୧୯୨୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | କମଳା ଜାନି |
ବାପା/ବୋଉ | ସେଭ ପୂଜାରୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲକ୍ଷ୍ମଣ ପୂଜାରୀ (ଜନ୍ମ: ୩ ଅଗଷ୍ଟ ୧୯୨୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲକ୍ଷ୍ମଣ ପୂଜାରୀ ୧୯୨୦ ମସିହାର ଅଗଷ୍ଟ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସେଭ ପୂଜାରୀ ଓ ପତ୍ନୀଙ୍କ ନାମ କମଳା ଜାନି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲକ୍ଷ୍ମଣ ପୂଜାରୀ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Laxmana Pujari". odishaassembly.nic.in. Odisha Assembly. Retrieved 10 March 2022.