ଲକ୍ଷ୍ମଣ ମହାପାତ୍ର

ଉଇକିପିଡ଼ିଆ‌ରୁ
ଲକ୍ଷ୍ମଣ ମହାପାତ୍ର
ବିଧାୟକ: ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୭୩
ପୂର୍ବ ଅଧିକାରୀଯତିରାଜ ପ୍ରହରାଜ
ପର ଅଧିକାରୀଦୈତାରୀ ବେହେରା
ନିର୍ବାଚନ ମଣ୍ଡଳୀଛତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1923-06-07)୭ ଜୁନ ୧୯୨୩
ମୃତ୍ୟୁ୨୦ ଅଗଷ୍ଟ ୧୯୮୩(1983-08-20) (ବୟସ ୬୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ଜୀବନ ସାଥୀରତ୍ନମଣି ମହାପାତ୍ର
ବାପା/ବୋଉବୋରୋଜୋ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଲକ୍ଷ୍ମଣ ମହାପାତ୍ର (୭ ଜୁନ ୧୯୨୩ - ୨୦ ଅଗଷ୍ଟ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭ ଓ ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ଲକ୍ଷ୍ମଣ ୧୯୨୩ ମସିହାର ଜୁନ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୋରୋଜୋ ମହାପାତ୍ର ଓ ପତ୍ନୀଙ୍କ ନାମ ରତ୍ନମଣି ମହାପାତ୍ର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲକ୍ଷ୍ମଣ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୬୧ ୧୯୬୭ ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା ଛତ୍ରପୁର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୬୭ ୧୯୭୧ ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା ଛତ୍ରପୁର ଭାରତୀୟ କମ୍ୟୁନିଷ୍ଟ ପାର୍ଟି
୧୯୭୧ ୧୯୭୩ ସଭ୍ୟ, ୫ମ ଓଡ଼ିଶା ବିଧାନ ସଭା ଛତ୍ରପୁର ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ମୃତ୍ୟୁ[ସମ୍ପାଦନା]

୧୯୮୩ ମସିହାର ଅଗଷ୍ଟ ୨୦ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ସେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Lakshman Mahapatra". odishaassembly.nic.in. Odisha Assembly. Retrieved 20 December 2020.