ଲକ୍ଷ୍ମଣ ମାଝି

ଉଇକିପିଡ଼ିଆ‌ରୁ
ଲକ୍ଷ୍ମଣ ମାଝି
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀଚୈତନ୍ୟ ପ୍ରସାଦ ମାଝି
ପର ଅଧିକାରୀଦ୍ରୌପଦୀ ମୁର୍ମୁ
ନିର୍ବାଚନ ମଣ୍ଡଳୀରାଇରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1946-05-12) ୧୨ ମଇ ୧୯୪୬ (ବୟସ ୭୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀନୀଳିମା ମୁର୍ମୁ
ବାପା/ବୋଉପ୍ରଧାନ ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଲକ୍ଷ୍ମଣ ମାଝି (ଜନ୍ମ: ୧୨ ମଇ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ଲକ୍ଷ୍ମଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରାଇରଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲକ୍ଷ୍ମଣ ମାଝି ୧୯୪୬ ମସିହାର ମଇ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରଧାନ ମାଝି ଏବଂ ପତ୍ନୀଙ୍କ ନାମ ନୀଳିମା ମୁର୍ମୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲକ୍ଷ୍ମଣ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Laxman Majhi". odishaassembly.nic.in. Odisha Assembly. Retrieved 24 October 2019.