ଲକ୍ଷ୍ମଣ ମୁଣ୍ଡା
Appearance
ଲକ୍ଷ୍ମଣ ମୁଣ୍ଡା | |
---|---|
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ଭୀମସେନ ଚୌଧୁରୀ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ଦୟାନିଧି କିଷାନ |
ପର ଅଧିକାରୀ | ଭୀମସେନ ଚୌଧୁରୀ |
ନିର୍ବାଚନ ମଣ୍ଡଳୀ | ବଣାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୮ ଜୁଲାଇ ୧୯୬୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
ଜୀବନ ସାଥୀ | ସାବିତ୍ରୀ ମୁଣ୍ଡା |
ବାପା/ବୋଉ | ବାଗୁନ ମୁଣ୍ଡା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲକ୍ଷ୍ମଣ ମୁଣ୍ଡା (ଜନ୍ମ: ୧୮ ଜୁଲାଇ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲକ୍ଷ୍ମଣ ମୁଣ୍ଡା ୧୯୬୩ ମସିହାର ଜୁଲାଇ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଗୁନ ମୁଣ୍ଡା ଏବଂ ମାଆଙ୍କ ନାମ ସାବିତ୍ରୀ ମୁଣ୍ଡା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲକ୍ଷ୍ମଣ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ବଣାଇ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
୨୦୦୯ | ୨୦୧୪ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ବଣାଇ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
୨୦୧୯ | -- | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ବଣାଇ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Laxman Munda". odishaassembly.nic.in. Odisha Assembly. Retrieved 29 November 2020.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Laxman Munda-ସମ୍ପର୍କିତ ମିଡ଼ିଆ