ଲକ୍ଷ୍ମଣ ସୋରେନ
Appearance
ଲକ୍ଷ୍ମଣ ସୋରେନ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ନିର୍ବାଚନ ମଣ୍ଡଳୀ | ବହଳଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଅପ୍ରେଲ ୧୯୫୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଦେଓଳା ସୋରେନ |
ବାପା/ବୋଉ | ହମବାଇ ସୋରେନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲକ୍ଷ୍ମଣ ସୋରେନ (ଜନ୍ମ: ୧୫ ଅପ୍ରେଲ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବହଳଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲକ୍ଷ୍ମଣ ସୋରେନ ୧୯୫୬ ମସିହାର ଅପ୍ରେଲ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହମବାଇ ସୋରେନ ଓ ପତ୍ନୀଙ୍କ ନାମ ଦେଓଳା ସୋରେନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲକ୍ଷ୍ମଣ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Laxman Soren". odishaassembly.nic.in. Odisha Assembly. Retrieved 11 August 2022.