ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ

ଉଇକିପିଡ଼ିଆ ରୁ
Jump to navigation Jump to search
ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ‌
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
ଅଫିସରେ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
ଅଫିସରେ
୧୯୫୨ – ୧୯୫୭
ପର ଅଧିକାରୀଜନାର୍ଦନ ଭଞ୍ଜ ଦେଓ, କୃଷ୍ଣ ଚନ୍ଦ୍ର ମହାପାତ୍ର
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମଜୁଲାଇ ୨୫, ୧୯୧୨(1912-07-25)
ମୃତ୍ୟୁ୯ ଜୁଲାଇ ୧୯୮୬ (୭୩ ବର୍ଷ)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ଜୀବନ ସାଥୀଏ. ସାଉ ପ୍ରେମଲତିକା ରାଜେ
ସନ୍ତାନ୧ ପୁଅ, ୩ ଝିଅ
ବାପା/ମା'ରାଜା ଗୋବିନ୍ଦ ନାରାୟଣ ଭଞ୍ଜ ଦେଓ (ବାପା)
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ଲକ୍ଷ୍ମୀ ନାରାୟଣ ଭଞ୍ଜ ଦେଓ‌ (ଜନ୍ମ: ୨୫ ଜୁଲାଇ ୧୯୧୨ - ୯ ଜୁଲାଇ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସ୍ୱାଧୀନତା ପୂର୍ବରୁ ଏବଂ ପରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଥିଲେ । ୧୯୪୬ ମସିହାରେ ପରାଧୀନ ଭାରତରେ ୨ୟ ଓଡ଼ିଶା ବିଧାନ ସଭାକୁ ଏବଂ ସ୍ୱାଧୀନତା ପରେ ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେନ୍ଦୁଝର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଆଧାର[ସମ୍ପାଦନା]

  1. "Late Laxmi Narayan Bhanj Deo". odishaassembly.nic.in. Odisha Assembly. Retrieved 15 July 2019.