ଲଲାଟେନ୍ଦୁ ମହାପାତ୍ର (୧୯୬୨ ଜନ୍ମ)
ଦେଖଣା
ଲଲାଟେନ୍ଦୁ ମହାପାତ୍ର | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ଉମେଶ ଚନ୍ଦ୍ର ସ୍ୱାଇଁ |
ପର ଅଧିକାରୀ | ଉମେଶ ଚନ୍ଦ୍ର ସ୍ୱାଇଁ |
ନିର୍ବାଚନ ମଣ୍ଡଳୀ | ବାଲିକୁଦା-ଏରସମା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ଫେବୃଆରୀ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଗାୟତ୍ରୀ ବିଶ୍ୱାଳ |
ବାପା/ବୋଉ | ବାସୁଦେବ ମହାପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲଲାଟେନ୍ଦୁ ମହାପାତ୍ର (ଜନ୍ମ: ୨୩ ଫେବୃଆରୀ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା-ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲଲାଟେନ୍ଦୁ ମହାପାତ୍ର ୧୯୬୨ ମସିହାର ଫେବୃଆରୀ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାସୁଦେବ ମହାପାତ୍ର ଓ ପତ୍ନୀଙ୍କ ନାମ ଗାୟତ୍ରୀ ବିଶ୍ୱାଳ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲଲାଟେନ୍ଦୁ ମହାପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Lalatendu Mohapatra". odishaassembly.nic.in. Odisha Assembly. Retrieved 21 August 2022.