ଲଲାଟେନ୍ଦୁ ମହାପାତ୍ର (୧୯୬୨ ଜନ୍ମ)

ଉଇକିପିଡ଼ିଆ‌ରୁ
ଲଲାଟେନ୍ଦୁ ମହାପାତ୍ର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀଉମେଶ ଚନ୍ଦ୍ର ସ୍ୱାଇଁ
ପର ଅଧିକାରୀଉମେଶ ଚନ୍ଦ୍ର ସ୍ୱାଇଁ
ନିର୍ବାଚନ ମଣ୍ଡଳୀବାଲିକୁଦା-ଏରସମା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1962-02-23) ୨୩ ଫେବୃଆରୀ ୧୯୬୨ (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଗାୟତ୍ରୀ ବିଶ୍ୱାଳ
ବାପା/ବୋଉବାସୁଦେବ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଲଲାଟେନ୍ଦୁ ମହାପାତ୍ର (ଜନ୍ମ: ୨୩ ଫେବୃଆରୀ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲିକୁଦା-ଏରସମା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲଲାଟେନ୍ଦୁ ମହାପାତ୍ର ୧୯୬୨ ମସିହାର ଫେବୃଆରୀ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାସୁଦେବ ମହାପାତ୍ର ଓ ପତ୍ନୀଙ୍କ ନାମ ଗାୟତ୍ରୀ ବିଶ୍ୱାଳ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲଲାଟେନ୍ଦୁ ମହାପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Lalatendu Mohapatra". odishaassembly.nic.in. Odisha Assembly. Retrieved 21 August 2022.