ଲଳିତ ମୋହନ ଗାନ୍ଧୀ

ଉଇକିପିଡ଼ିଆ‌ରୁ
ଲଳିତ ମୋହନ ଗାନ୍ଧୀ
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୫
ପୂର୍ବ ଅଧିକାରୀତପି ଜାଲ
ପର ଅଧିକାରୀପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ
ନିର୍ବାଚନ ମଣ୍ଡଳୀଟିଟିଲାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1951-10-02)୨ ଅକ୍ଟୋବର ୧୯୫୧
ମୃତ୍ୟୁ୬ ଡିସେମ୍ବର ୨୦୧୬(2016-12-06) (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉଭଗବାନ ଭରାସାଗର (ବାପା‌)
ବୃତ୍ତିରାଜନୀତିଜ୍ଞ

ଲଳିତ ମୋହନ ଗାନ୍ଧୀ (୨ ଅକ୍ଟୋବର ୧୯୫୧ - ୧୨ ଡିସେମ୍ବର ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲଳିତ ମୋହନ ଗାନ୍ଧୀ ୧୯୫୧ ମସିହାର ଅକ୍ଟୋବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭଗବାନ ଭରାସାଗର ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲଳିତ ମୋହନ ଗାନ୍ଧୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଲଳିତ ମୋହନ ଗାନ୍ଧୀ ୨୦୧୬ ମସିହାର ଡିସେମ୍ବର ୧୧ ତାରିଖରେ ୬୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ । ୧୯୮୦ ମସିହାରୁ ୧୯୮୪ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Lalit Mohan Gandhi". odishaassembly.nic.in. Odisha Assembly. Retrieved 28 September 2021.