ଲଳିତ ମୋହନ ଗାନ୍ଧୀ
Appearance
ଲଳିତ ମୋହନ ଗାନ୍ଧୀ | |
---|---|
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୫ | |
ପୂର୍ବ ଅଧିକାରୀ | ତପି ଜାଲ |
ପର ଅଧିକାରୀ | ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ |
ନିର୍ବାଚନ ମଣ୍ଡଳୀ | ଟିଟିଲାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଅକ୍ଟୋବର ୧୯୫୧ |
ମୃତ୍ୟୁ | ୬ ଡିସେମ୍ବର ୨୦୧୬ | (ବୟସ ୬୫)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ଭଗବାନ ଭରାସାଗର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଲଳିତ ମୋହନ ଗାନ୍ଧୀ (୨ ଅକ୍ଟୋବର ୧୯୫୧ - ୧୨ ଡିସେମ୍ବର ୨୦୧୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୭୭ ଓ ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ ଓ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଲଳିତ ମୋହନ ଗାନ୍ଧୀ ୧୯୫୧ ମସିହାର ଅକ୍ଟୋବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭଗବାନ ଭରାସାଗର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଲଳିତ ମୋହନ ଗାନ୍ଧୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଲଳିତ ମୋହନ ଗାନ୍ଧୀ ୨୦୧୬ ମସିହାର ଡିସେମ୍ବର ୧୧ ତାରିଖରେ ୬୮ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ । ୧୯୮୦ ମସିହାରୁ ୧୯୮୪ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Lalit Mohan Gandhi". odishaassembly.nic.in. Odisha Assembly. Retrieved 28 September 2021.