ଲାଲ ରଞ୍ଜିତ ସିଂହ ବରିହା

ଉଇକିପିଡ଼ିଆ‌ରୁ
ଲାଲ ରଞ୍ଜିତ ସିଂହ ବରିହା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୫
ପର ଅଧିକାରୀବୀର ବିକ୍ରମାଦିତ୍ୟ ସିଂହ ବରିହା, ଏଲ.ଏମ.ଏସ. ବରିହା
ନିର୍ବାଚନ ମଣ୍ଡଳୀପଦ୍ମପୁର
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ପର ଅଧିକାରୀବୀର ବିକ୍ରମାଦିତ୍ୟ ସିଂହ ବରିହା, ଏଲ.ଏମ.ଏସ. ବରିହା
ନିର୍ବାଚନ ମଣ୍ଡଳୀପଶ୍ଚିମ ବରଗଡ଼
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୫୫
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଲାଲ ରଞ୍ଜିତ ସିଂହ ବରିହା (ମୃତ୍ୟୁ: ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ଭାରତୀୟ ସାଧାରଣ ନିର୍ବାଚନରେ ସେ ପଶ୍ଚିମ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସ୍ୱାଧୀନତା ପରେ ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲାଲ ରଞ୍ଜିତ ସିଂହ ବରିହା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ଥରେ ଲେଖାଏଁ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଲାଲ ରଞ୍ଜିତ ସିଂହ ବରିହା ୧୯୫୫ ମସିହାରେ ମୃତ୍ୟୁବରଣ କରିଥିଲେ । ୩ ଅକ୍ଟୋବର ୧୯୯୫ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Lall Ranjit Singh Bariha". odishaassembly.nic.in. Odisha Assembly. Retrieved 13 July 2021.