ଲାଲ ରାଜେନ୍ଦ୍ର ସିଂହ

ଉଇକିପିଡ଼ିଆ‌ରୁ
ଲାଲ ରାଜେନ୍ଦ୍ର ସିଂହ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ନିର୍ବାଚନ ମଣ୍ଡଳୀଲାଇକେରା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1936-09-29) ୨୯ ସେପ୍ଟେମ୍ବର ୧୯୩୬ (ବୟସ ୮୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀଗୁଣବନ୍ତି କୁମାରୀ ଦେବୀ
ବାପା/ବୋଉବୀରମହେନ୍ଦ୍ର ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ଲାଲ ରାଜେନ୍ଦ୍ର ସିଂହ (ଜନ୍ମ: ୨୯ ସେପ୍ଟେମ୍ବେର ୧୯୩୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲାଇକେରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲାଲ ରାଜେନ୍ଦ୍ର ସିଂହ ୧୯୩୬ ମସିହାର ସେପ୍ଟେମ୍ବେର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୀରମହେନ୍ଦ୍ର ସିଂହ ଓ ପତ୍ନୀଙ୍କ ନାମ ଗୁଣବନ୍ତି କୁମାରୀ ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲାଲ ରାଜେନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Lal Rajendra Singh". odishaassembly.nic.in. Odisha Assembly. Retrieved 20 October 2022.