ଲୁଚେଇ ଦେ ମତେ ଛାତି ଭିତରେ

ଉଇକିପିଡ଼ିଆ‌ରୁ
ଲୁଚେଇ ଦେ ମତେ ଛାତି ଭିତରେ
ନିର୍ଦ୍ଦେଶକସଞ୍ଜୟ ନାୟକ
ପ୍ରଯୋଜକବିରଞ୍ଚି ନାରାୟଣ ନାୟକ
ସଂଳାପସଞ୍ଜୟ ନାୟକ
ଚିତ୍ରନାଟ୍ୟସଞ୍ଜୟ ନାୟକ
କାହାଣୀସଞ୍ଜୟ ନାୟକ
କଳାକାରଚନ୍ଦନ କର
ତମନ୍ନା ବ୍ୟାସ
ବିରଞ୍ଚି ନାରାୟଣ ନାୟକ
ଚକ୍ରଧର ସାହୁ
ସଙ୍ଗୀତମଳୟ ମିଶ୍ର
ଚିତ୍ରଗ୍ରହଣପ୍ରଦୀପ ସାହୁ
ସମ୍ପାଦକରଞ୍ଜନ ଖଟେଇ
ମୁକ୍ତିଲାଭ ତାରିଖ
୧୭ ଅକ୍ଟୋବର ୨୦୨୧
ଦେଶ ଭାରତ
ଭାଷାଓଡ଼ିଆ

ଲୁଚେଇ ଦେ ମତେ ଛାତି ଭିତରେ, ୨୦୨୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଭିନେତା ବିରଞ୍ଚି ନାରାୟଣ ନାୟକ । ନିର୍ଦ୍ଦେଶକ ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୧] ସଙ୍ଗୀତକାର ମଳୟ ମିଶ୍ର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[୨]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଚନ୍ଦନ କର ଓ ତମନ୍ନା ବ୍ୟାସ ।[୩] ବିରଞ୍ଚି ନାରାୟଣ ନାୟକ, ଚକ୍ରଧର ଜେନା, ସମ୍ଭବ, କୁସୁମ ତ୍ରିପାଠୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୪]

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମଳୟ ମିଶ୍ରବାପୁ ଗୋସ୍ୱାମୀ, ବସନ୍ତରାଜ ସାମଲ, ଅରୁଣ ମନ୍ତ୍ରୀ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଇରା ମହାନ୍ତି, ସତ୍ୟଜିତ ପ୍ରଧାନ, ମଳୟ ମିଶ୍ର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ତୋର ମୋର ଲଭ୍ ଷ୍ଟୋରୀ" 
2."ଲୁଚେଇ ଦେ ମତେ ଛାତି ଭିତରେ" 
3."ହାଏରେ ଜୀବନ କରୁ କାଇଁ ଏତେ ହୀନିମାନ" 
4."ତୁ ହି ତୁ" 
5."ହାଏରେ ଜୀବନ" 

ଆଧାର[ସମ୍ପାଦନା]

  1. "ଏ ବର୍ଷ ନିଜର ପୂର୍ବ ରେକର୍ଡ ଭାଙ୍ଗିପାରନ୍ତି ନିର୍ଦ୍ଦେଶକ ସଞ୍ଜୟ ନାୟକ | Sambad". ସମ୍ବାଦ. sambad.in. 2 February 2021. Archived from the original on 27 December 2021. Retrieved 27 December 2021.
  2. "ପୁଣି ଯୋଡି ହେଲେ ଓଲିଉଡର ଏହି ଦୁଇ ସେଲିବ୍ରିଟି | Sambad". ସମ୍ବାଦ. sambad.in. 7 September 2018. Retrieved 21 November 2021.
  3. "ଏ ବର୍ଷ ନିଜର ପୂର୍ବ ରେକର୍ଡ ଭାଙ୍ଗିପାରନ୍ତି ନିର୍ଦ୍ଦେଶକ ସଞ୍ଜୟ ନାୟକ | Sambad". ସମ୍ବାଦ. sambad.in. 2 February 2021. Retrieved 21 November 2021.
  4. Bureau, OdishaLIVE (20 September 2018). "ପ୍ରେମ ପାଇଁ ଚାଲିଛି ଓଲିଉଡରେ ନାଟ..." OdishaLIVE. Retrieved 21 November 2021.
  5. "ଭିନ୍ନ ଧରଣର ଭୂମିକାରେ ଆସୁଛନ୍ତି ଓଲିଉଡ ନାୟିକା ତମନ୍ନା | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 15 November 2019. Archived from the original on 25 December 2021. Retrieved 25 December 2021. {{cite news}}: |archive-date= / |archive-url= timestamp mismatch; 1 ଅକ୍ଟୋବର 2020 suggested (help)
  6. "ଚଳିତ ବର୍ଷ ଚର୍ଚ୍ଚାରେ ରହିବେ ତମନ୍ନା !". Kanak News. kanaknews.com. 3 January 2020.
  7. "ଏ ବର୍ଷ ନାମୀ ଓଲିଉଡ୍ ନାୟିକାମାନଙ୍କର କେଉଁ ଓଡ଼ିଆ ସିନେମା ଆସୁଛି | Sambad". ସମ୍ବାଦ. sambad.in. 12 January 2020. Archived from the original on 16 December 2021. Retrieved 16 December 2021.

ବାହାର ଆଧାର[ସମ୍ପାଦନା]