ଲୋକନାଥ ମିଶ୍ର (ରାଜନେତା, ୧୯୭୯ ମୃତ୍ୟୁ)

ଉଇକିପିଡ଼ିଆ‌ରୁ
ଲୋକନାଥ ମିଶ୍ର
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀପୂର୍ବ ଓଡ଼ିଶା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୭୯
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଲୋକନାଥ ମିଶ୍ର (ମୃତ୍ୟୁ: ୧୯୭୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପୂର୍ବ ଓଡ଼ିଶା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲୋକନାଥ ମିଶ୍ର ସ୍ୱାଧୀନତା ପୂର୍ବରୁ ଓଡ଼ିଶା ରାଜନୀତିରେ ନିର୍ଦ୍ଦଳୀୟ ରାଜନେତା ଭାବରେ ସ୍ୱାଧୀନତା ପୂର୍ବରୁ ହୋଇଥିବା ବିଧାନ ସଭାକୁ ଥରେ ନିର୍ବାଚିତ ହୋଇଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଲୋକନାଥ ମିଶ୍ର ୧୯୭୯ ମସିହାରେ ମୃତ୍ୟବରଣ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Late Lokanath Mishra(Raibahadur)". odishaassembly.nic.in. Odisha Assembly. Retrieved 19 December 2022.