ଶଙ୍କର ପ୍ରତାପ ସିଂହ ଦେଓ
Appearance
ଶଙ୍କର ପ୍ରତାପ ସିଂହ ଦେଓ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ମଦନ ଦେହୁରୀ, ବୈଷ୍ଣବ ଚରଣ ପଟ୍ଟନାୟକ |
ପର ଅଧିକାରୀ | ରତ୍ନପ୍ରଭା ଦେବୀ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ନଭେମ୍ବର ୧୯୦୪ |
ମୃତ୍ୟୁ | ୩ ଅଗଷ୍ଟ ୧୯୬୫ | (ବୟସ ୬୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ରତ୍ନପ୍ରଭା ଦେବୀ |
ବାପା/ବୋଉ | ସୁର ପ୍ରତାପ ସିଂହ ଦେଓ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶଙ୍କର ପ୍ରତାପ ସିଂହ ଦେଓ (୧୫ ନଭେମ୍ବର ୧୯୦୪ - ୩ ଅଗଷ୍ଟ ୧୯୬୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶଙ୍କର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଶଙ୍କର ୧୯୦୪ ମସିହାର ନଭେମ୍ବର ମାସ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁର ପ୍ରତାପ ସିଂହ ଦେଓ ଓ ପତ୍ନୀଙ୍କ ନାମ ରତ୍ନପ୍ରଭା ଦେବୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶଙ୍କର ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ଶଙ୍କର ୧୯୬୫ ମସିହାର ଅଗଷ୍ଟ ମାସ ୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Shankar Pratap Singh Deo". odishaassembly.nic.in. Odisha Assembly. Retrieved 8 August 2020.