ଶବର ଡୁମ୍ବା
Appearance
ଶବର ଡୁମ୍ବା | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ନରସିଂହ ପାତ୍ର, ସନ୍ୟାସୀ ଚରଣ ପିଦିକା |
ନିର୍ବାଚନ ମଣ୍ଡଳୀ | ଗୁଣୁପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଅପ୍ରେଲ ୧୯୨୨ |
ମୃତ୍ୟୁ | ୨୧ ସେପ୍ଟେମ୍ବର ୨୦୦୮ | (ବୟସ ୮୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ବୃତ୍ତି | ରାଜନୀତିଜ୍ଞ |
ଶବର ଡୁମ୍ବା (୫ ଅପ୍ରେଲ ୧୯୨୨ - ୨୧ ସେପ୍ଟେମ୍ବର ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶବର ଡୁମ୍ବା ୧୯୨୨ ମସିହାର ଅପ୍ରେଲ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶବର ଡୁମ୍ବା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଶବର ଡୁମ୍ବା ୨୦୦୮ ମସିହାର ସେପ୍ଟେମ୍ବର ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Soboro Dumba". odishaassembly.nic.in. Odisha Assembly. Retrieved 1 February 2022.