ଶବର ଡୁମ୍ବା

ଉଇକିପିଡ଼ିଆ‌ରୁ
ଶବର ଡୁମ୍ବା
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀନରସିଂହ ପାତ୍ର, ସନ୍ୟାସୀ ଚରଣ ପିଦିକା
ନିର୍ବାଚନ ମଣ୍ଡଳୀଗୁଣୁପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1922-04-05)୫ ଅପ୍ରେଲ ୧୯୨୨
ମୃତ୍ୟୁ୨୧ ସେପ୍ଟେମ୍ବର ୨୦୦୮(2008-09-21) (ବୟସ ୮୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ଶବର ଡୁମ୍ବା (୫ ଅପ୍ରେଲ ୧୯୨୨ - ୨୧ ସେପ୍ଟେମ୍ବର ୨୦୦୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶବର ଡୁମ୍ବା ୧୯୨୨ ମସିହାର ଅପ୍ରେଲ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶବର ଡୁମ୍ବା ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଶବର ଡୁମ୍ବା ୨୦୦୮ ମସିହାର ସେପ୍ଟେମ୍ବର ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Soboro Dumba". odishaassembly.nic.in. Odisha Assembly. Retrieved 1 February 2022.