ଶରତ ଚନ୍ଦ୍ର ସିଂହ
Appearance
ଶରତ ଚନ୍ଦ୍ର ସିଂହ | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | କୁଳିଅଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ଅପ୍ରେଲ ୧୯୪୨ |
ମୃତ୍ୟୁ | ୧୯ ଜୁଲାଇ ୧୯୮୮ | (ବୟସ ୪୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ରାଇବାରୀ ସିଂହ |
ବାପା/ବୋଉ | ବ୍ରଜମୋହନ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶରତ ଚନ୍ଦ୍ର ସିଂହ (୧୪ ଅପ୍ରେଲ ୧୯୪୨ - ୧୯ ଜୁଲାଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୁଳିଅଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶରତ ଚନ୍ଦ୍ର ସିଂହ ୧୯୪୨ ମସିହାର ଅପ୍ରେଲ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବ୍ରଜମୋହନ ସିଂହ ଓ ପତ୍ନୀଙ୍କ ନାମ ରାଇବାରୀ ସିଂହ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶରତ ଚନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଶରତ ଚନ୍ଦ୍ର ସିଂହ ୧୯୮୮ ମସିହାର ଜୁଲାଇ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sarat Chandra Singh". odishaassembly.nic.in. Odisha Assembly. Retrieved 2 October 2022.