ଶଶିକାନ୍ତ ଭଞ୍ଜ
Appearance
ଶଶିକାନ୍ତ ଭଞ୍ଜ | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ପ୍ୟାରୀମୋହନ ଦାସ |
ନିର୍ବାଚନ ମଣ୍ଡଳୀ | ଭୋଗରାଇ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୨୮ ମାର୍ଚ୍ଚ ୧୯୯୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ବୃତ୍ତି | ରାଜନୀତିଜ୍ଞ |
ଶଶିକାନ୍ତ ଭଞ୍ଜ (ମୃତ୍ୟୁ: ୨୮ ମାର୍ଚ୍ଚ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶଶିକାନ୍ତ ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।
ଆଧାର
[ସମ୍ପାଦନା]- ↑ "Late Sashikanta Bhanj". odishaassembly.nic.in. Odisha Assembly. Retrieved 25 June 2019.