ଶଶିକାନ୍ତ ଭଞ୍ଜ

ଉଇକିପିଡ଼ିଆ‌ରୁ
ଶଶିକାନ୍ତ ଭଞ୍ଜ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପ୍ୟାରୀମୋହନ ଦାସ
ନିର୍ବାଚନ ମଣ୍ଡଳୀଭୋଗରାଇ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୨୮ ମାର୍ଚ୍ଚ ୧୯୯୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ଶଶିକାନ୍ତ ଭଞ୍ଜ (ମୃତ୍ୟୁ: ୨୮ ମାର୍ଚ୍ଚ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶଶିକାନ୍ତ ୧୯୫୨ ମସିହାର ୧ମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାରେ ବିଧାନ ସଭାର କାର୍ଯ୍ୟକାଳ ଶେଷ ହେବାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Late Sashikanta Bhanj". odishaassembly.nic.in. Odisha Assembly. Retrieved 25 June 2019.