ଶଶୁରଘର ଜିନ୍ଦାବାଦ

ଉଇକିପିଡ଼ିଆ‌ରୁ
ଶଶୁରଘର ଜିନ୍ଦାବାଦ
ନିର୍ଦ୍ଦେଶକସଞ୍ଜୟ ନାୟକ
ପ୍ରଯୋଜକଉତ୍ତମ ଚାନ୍ଦ ଜୈନ
ସଂଳାପସଞ୍ଜୟ ନାୟକ
ଚିତ୍ରନାଟ୍ୟସଞ୍ଜୟ ନାୟକ
କାହାଣୀସଞ୍ଜୟ ନାୟକ
କଳାକାରସବ୍ୟସାଚୀ ମିଶ୍ର, ମେଘା ଘୋଷ, ପୁଷ୍ପା ପଣ୍ଡା, ବିରେନ ମିଶ୍ର, ସ୍ନିଗ୍ଧା ମହାନ୍ତି, ମୀନକେତନ, ଜୟୀରାମ ସାମଲ
ସଙ୍ଗୀତଅଭିଜିତ ମଜୁମଦାର
ଚିତ୍ରଗ୍ରହଣଏସ୍ ରଞ୍ଜନ
ସମ୍ପାଦକସଞ୍ଜୟ ନାୟକ
ମୁକ୍ତିଲାଭ ତାରିଖ
୧୩ ଅଗଷ୍ଟ ୨୦୧୦
ଦେଶ ଭାରତ
ଭାଷାଓଡ଼ିଆ

ଶଶୁରଘର ଜିନ୍ଦାବାଦ, ୨୦୧୦ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଉତ୍ତମ ଚାନ୍ଦ ଜୈନ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲ ସବ୍ୟସାଚୀ ମିଶ୍ର ଏବଂ ମେଘା ଘୋଷ । ପୁଷ୍ପା ପଣ୍ଡା, ବିରେନ ମିଶ୍ର, ସ୍ନିଗ୍ଧା ମହାନ୍ତି, ମୀନକେତନ, ଜୟୀରାମ ସାମଲ, ଦୀପାଲି, ହାଡ଼ୁ, ମୟୁରୀ, ମିଟୁ ମିଥୁନ, ବିଜୟ ମହାନ୍ତି, ତନ୍ଦ୍ରା ରାୟ, ଅରବିନ୍ଦ ଷଡ଼ଙ୍ଗୀ ଆଦି କଳାକାରମାନେ ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାରନିର୍ମଳ ନାୟକ, ଅରୁଣ ମନ୍ତ୍ରୀ, ବସନ୍ତରାଜ ସାମଲ, ସୁଜିତ୍ ପରିଜା ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ । ବିଭୁ କିଶୋର, କୁମାର ସାନୁ, ଅଭିଜିତ ମଜୁମଦାର, ମାନସ ପ୍ରୀତମ, ଇରା ମହାନ୍ତି ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିର କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ବାଘ ଆଜି ମେଁ ମେଁ" 
2."ଆଖିରେ ଓଠରେ" 
3."ଓମ୍ ନମଃ ନମଃ" 
4."ସୁନାଠୁ ଅଧିକ ସୁନା" 

ଆଧାର[ସମ୍ପାଦନା]

  1. "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.{{cite news}}: CS1 maint: unrecognized language (link)
  2. "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
  3. ଓଝା, ଶିବଶଙ୍କର (28 November 2021). "ସାତ ବର୍ଷ ହେଲା ଦେଖା ନଥିଲା: ପୁଣି ବଡ଼ ପରଦାରେ ଜଲଓ୍ୱା ଦେଖାଇବେ ତିନି ଓଲିଉଡ ସୁନ୍ଦରୀ | Sambad". ସମ୍ବାଦ. sambad.in. Archived from the original on 30 May 2022. Retrieved 30 May 2022.

ବାହାର ଆଧାର[ସମ୍ପାଦନା]