ଶାନ୍ତି ପ୍ରକାଶ ଓରାମ
ଦେଖଣା
ଶାନ୍ତି ପ୍ରକାଶ ଓରାମ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପୂର୍ବ ଅଧିକାରୀ | ଆଗାପିଲ୍ ଲାକ୍ରା |
ପର ଅଧିକାରୀ | ରଙ୍ଗବଲ୍ଲଭ ଅମାତ |
ନିର୍ବାଚନ ମଣ୍ଡଳୀ | ରାଜଗାଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୧ ଜୁଲାଇ ୧୯୧୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ବିଳାଶୀ ଓରାମ |
ବାପା/ବୋଉ | ହରୁଣ ତିର୍କୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶାନ୍ତି ପ୍ରକାଶ ଓରାମ (ଜନ୍ମ: ୧୧ ଜୁଲାଇ ୧୯୧୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶାନ୍ତି ପ୍ରକାଶ ଓରାମ ୧୯୧୫ ମସିହାର ଜୁଲାଇ ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରୁଣ ତିର୍କୀ ଓ ପତ୍ନୀଙ୍କ ନାମ ବିଳାଶୀ ଓରାମ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଶାନ୍ତି ପ୍ରକାଶ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Santi Prakash Oram". odishaassembly.nic.in. Odisha Assembly. Retrieved 21 October 2020.