ଶାରଦା ପ୍ରସାଦ ନାୟକ

ଉଇକିପିଡ଼ିଆ‌ରୁ
ଶାରଦା ପ୍ରସାଦ ନାୟକ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଦିଲିପ କୁମାର ରାୟ
ନିର୍ବାଚନ ମଣ୍ଡଳୀରାଉରକେଲା
ବିଧାୟକ: ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୧୪
ପୂର୍ବ ଅଧିକାରୀଅଜିତ ଦାସ
ପର ଅଧିକାରୀଦିଲିପ କୁମାର ରାୟ
ନିର୍ବାଚନ ମଣ୍ଡଳୀରାଉରକେଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-01-05) ୫ ଜାନୁଆରୀ ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଆରତି ପ୍ରଭା ଲେଙ୍କା
ବାପା/ବୋଉନଟବର ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଶାରଦା ପ୍ରସାଦ ନାୟକ (ଉଚ୍ଚାରଣ ; ଜନ୍ମ: ୫ ଜାନୁଆରୀ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶାରଦା ପ୍ରସାଦ ନାୟକ ୧୯୫୯ ମସିହାର ଜାନୁଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଟବର ନାୟକ ଏବଂ ମାଆଙ୍କ ନାମ ଆରତି ପ୍ରଭା ଲେଙ୍କା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶାରଦା ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧] ସେ ୨୦୦୯ ମସିହାରୁ ୨୦୧୨ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ରାଉରକେଲା ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ରାଉରକେଲା ବିଜୁ ଜନତା ଦଳ
୨୦୧୯ -- ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ରାଉରକେଲା ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Sarada Prasad Nayak". odishaassembly.nic.in. Odisha Assembly. Retrieved 25 November 2020.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Sarada Prasad Nayak-ସମ୍ପର୍କିତ ମିଡ଼ିଆ