ଶିବ ଶଙ୍କର ସାହାଣୀ

ଉଇକିପିଡ଼ିଆ‌ରୁ
ଶିବ ଶଙ୍କର ସାହାଣୀ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀକୃଷ୍ଣ ଚନ୍ଦ୍ର ପଟ୍ଟନାୟକ
ପର ଅଧିକାରୀବିନାୟକ ମହାପାତ୍ର
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-05-20) ୨୦ ମଇ ୧୯୫୫ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉରାଜେନ୍ଦ୍ର ପ୍ରସାଦ ସାହାଣୀ (ବାପା)
ବୃତ୍ତିରାଜନୀତିଜ୍ଞ

ଶିବ ଶଙ୍କର ସାହାଣୀ (ଜନ୍ମ: ୨୦ ମଇ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଶିବ ଶଙ୍କର ୧୯୫୫ ମସିହାର ମଇ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଜେନ୍ଦ୍ର ପ୍ରସାଦ ସାହାଣୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶିବ ଶଙ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Siba Sankar Sahani". odishaassembly.nic.in. Odisha Assembly. Retrieved 13 January 2021.