ଶ୍ୟାମଘନ ମାଝି

ଉଇକିପିଡ଼ିଆ‌ରୁ
ଶ୍ୟାମଘନ ମାଝି
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୦ – ୧୯୯୫
ନିର୍ବାଚନ ମଣ୍ଡଳୀକୋଡ଼ିଙ୍ଗା
ବିଧାୟକ: ୬ଷ୍ଠ, ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୮୦
ପୂର୍ବ ଅଧିକାରୀଡମ୍ବରୁ ମାଝି
ପର ଅଧିକାରୀଫୁଲମଣି ଶାନ୍ତା
ନିର୍ବାଚନ ମଣ୍ଡଳୀଡାବୁଗାଁ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧ ଅଗଷ୍ଟ ୧୯୯୮(୧୯୯୮-୦୮-୦୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି, ଉତ୍କଳ କଂଗ୍ରେସ
ଜୀବନ ସାଥୀଆଶାମଣି ମାଝି
ବାପା/ବୋଉଇଶ୍ୱର ମାଝି (ବାପା)
ବୃତ୍ତିରାଜନୀତିଜ୍ଞ

ଶ୍ୟାମଘନ ମାଝି (ମୃତ୍ୟ: ୧ ଅଗଷ୍ଟ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୭୪, ୧୯୭୭ ଓ ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଡାବୁଗାଁକୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୬ଷ୍ଠ, ୭ମ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶ୍ୟାମଘନ ମାଝିଙ୍କ ବାପାଙ୍କ ନାମ ଇଶ୍ୱର ମାଝି ଓ ପତ୍ନୀଙ୍କ ନାମ ଆଶାମଣି ମାଝି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ୟାମଘନ ମାଝି ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ଏହା ପୂର୍ବରୁ ସେ ଉତ୍କଳ କଂଗ୍ରେସ ଏବଂ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୭୪ ୧୯୭୭ ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା ଡାବୁଗାଁ ଉତ୍କଳ କଂଗ୍ରେସ
୧୯୭୭ ୧୯୮୦ ସଭ୍ୟ, ୭ମ ଓଡ଼ିଶା ବିଧାନ ସଭା ଡାବୁଗାଁ ଜନତା ପାର୍ଟି
୧୯୯୦ ୧୯୯୫ ସଭ୍ୟ, ୧୦ମ ଓଡ଼ିଶା ବିଧାନ ସଭା କୋଡ଼ିଙ୍ଗା ଜନତା ଦଳ

ମୃତ୍ୟୁ[ସମ୍ପାଦନା]

ଶ୍ୟାମଘନ ମାଝି ୧୯୯୮ ମସିହାର ଅଗଷ୍ଟ ୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Shyamghan Majhi". odishaassembly.nic.in. Odisha Assembly. Retrieved 7 April 2022.