ସତ୍ୟଭୂଷଣ ସାହୁ

ଉଇକିପିଡ଼ିଆ‌ରୁ
ସତ୍ୟଭୂଷଣ ସାହୁ
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀବିଜୟ ରଞ୍ଜନ ସିଂହ ବରିହା
ପର ଅଧିକାରୀବିଜୟ ରଞ୍ଜନ ସିଂହ ବରିହା
ନିର୍ବାଚନ ମଣ୍ଡଳୀପଦ୍ମପୁର
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀବୀର ବିକ୍ରମାଦିତ୍ୟ ସିଂହ ବରିହା
ପର ଅଧିକାରୀବିଜୟ ରଞ୍ଜନ ସିଂହ ବରିହା
ନିର୍ବାଚନ ମଣ୍ଡଳୀପଦ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-01-22) ୨୨ ଜାନୁଆରୀ ୧୯୫୨ (ବୟସ ୭୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀନଳିନୀ ସାହୁ
ବାପା/ବୋଉବଟକୃଷ୍ଣ ସାହୁ (ବାପା)
ବୃତ୍ତିରାଜନୀତିଜ୍ଞ

ସତ୍ୟଭୂଷଣ ସାହୁ (ଜନ୍ମ: ୨୨ ଜାନୁଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସତ୍ୟଭୂଷଣ ସାହୁ ୧୯୫୨ ମସିହାର ଜାନୁଆରୀ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଟକୃଷ୍ଣ ସାହୁ ଓ ପତ୍ନୀଙ୍କ ନାମ ନଳିନୀ ସାହୁ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସତ୍ୟଭୂଷଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା ପଦ୍ମପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ପଦ୍ମପୁର ଭାରତୀୟ ଜାତୀୟ କଂଗ୍ରେସ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ପଦ୍ମପୁର ଭାରତୀୟ ଜାତୀୟ କଂଗ୍ରେସ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Satya Bhusan Sahu". odishaassembly.nic.in. Odisha Assembly. Retrieved 15 July 2021.