ସତ୍ୟଭୂଷଣ ସାହୁ
Appearance
ସତ୍ୟଭୂଷଣ ସାହୁ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ବିଜୟ ରଞ୍ଜନ ସିଂହ ବରିହା |
ପର ଅଧିକାରୀ | ବିଜୟ ରଞ୍ଜନ ସିଂହ ବରିହା |
ନିର୍ବାଚନ ମଣ୍ଡଳୀ | ପଦ୍ମପୁର |
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ବୀର ବିକ୍ରମାଦିତ୍ୟ ସିଂହ ବରିହା |
ପର ଅଧିକାରୀ | ବିଜୟ ରଞ୍ଜନ ସିଂହ ବରିହା |
ନିର୍ବାଚନ ମଣ୍ଡଳୀ | ପଦ୍ମପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୨ ଜାନୁଆରୀ ୧୯୫୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ନଳିନୀ ସାହୁ |
ବାପା/ବୋଉ | ବଟକୃଷ୍ଣ ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସତ୍ୟଭୂଷଣ ସାହୁ (ଜନ୍ମ: ୨୨ ଜାନୁଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୧୯୮୦, ୧୯୮୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଦ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ ଓ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସତ୍ୟଭୂଷଣ ସାହୁ ୧୯୫୨ ମସିହାର ଜାନୁଆରୀ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବଟକୃଷ୍ଣ ସାହୁ ଓ ପତ୍ନୀଙ୍କ ନାମ ନଳିନୀ ସାହୁ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସତ୍ୟଭୂଷଣ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ପଦ୍ମପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ପଦ୍ମପୁର | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ପଦ୍ମପୁର | ଭାରତୀୟ ଜାତୀୟ କଂଗ୍ରେସ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Satya Bhusan Sahu". odishaassembly.nic.in. Odisha Assembly. Retrieved 15 July 2021.