ସନାତନ ମହାକୁଡ଼

ଉଇକିପିଡ଼ିଆ‌ରୁ
ସନାତନ ମହାକୁଡ଼
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଜିତୁ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଚମ୍ପୁଆ
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱାଧୀନ
ବୃତ୍ତିରାଜନୀତିଜ୍ଞ

ସନାତନ ମହାକୁଡ଼ ଜଣେ ଓଡ଼ିଆ ରାଜନୀତିଜ୍ଞ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସନାତନ ସ୍ୱାଧୀନ ପ୍ରାର୍ଥୀ ଭାବରେ ଚମ୍ପୁଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୬୯,୬୩୫ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ସ୍ୱାଧୀନ ପ୍ରାର୍ଥୀ କୁଶ ଅପାତଙ୍କୁ ୧୪୬୭୮ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. "Shri Sanatan Mahakud". odishaassembly.nic.in. Odisha Assembly. Retrieved 7 August 2019.
  2. ୨.୦ ୨.୧ "Orissa 2014". Election Commission of India (in Indian English). Retrieved 2019-06-27.