ସମୀର ରଞ୍ଜନ ଦାଶ

ଉଇକିପିଡ଼ିଆ‌ରୁ
ସମୀର ରଞ୍ଜନ ଦାଶ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀବାଇଧର ମଲ୍ଲିକ
ନିର୍ବାଚନ ମଣ୍ଡଳୀନିମାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1962-04-22) ୨୨ ଅପ୍ରେଲ ୧୯୬୨ (ବୟସ ୬୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସଙ୍ଗିତା ଦାଶ
ବାପା/ବୋଉରତ୍ନାକର ଦାଶ (ବାପା)
ବୃତ୍ତିରାଜନୀତିଜ୍ଞ

ସମୀର ରଞ୍ଜନ ଦାଶ (ଜନ୍ମ: ୨୨ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନିମାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସମୀର ରଞ୍ଜନ ଦାଶ ୧୯୬୨ ମସିହାର ଅପ୍ରେଲ ୨୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରତ୍ନାକର ଦାଶ ଓ ପତ୍ନୀଙ୍କ ନାମ ସଙ୍ଗିତା ଦାଶ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସମୀର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ନିମାପଡ଼ା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ନିମାପଡ଼ା ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ନିମାପଡ଼ା ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Samir Ranjan Dash". odishaassembly.nic.in. Odisha Assembly. Retrieved 24 March 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Samir Ranjan Dash-ସମ୍ପର୍କିତ ମିଡ଼ିଆ