ସମ୍ବଲପୁରୀ ନାଚ

ଉଇକିପିଡ଼ିଆ‌ରୁ
ଆଇ.ଆଇ.ଟି. ଖଡ଼ଗପୁରରେ ଉତ୍କଳ ଦିବସ ୨୦୧୨ରେ ହୋଇଥିବା ନୃତ୍ୟ

ସମ୍ବଲପୁରୀ ନାଚ ମୁଖ୍ୟତ ଓଡ଼ିଶାର ପଶ୍ଚିମାଞ୍ଚଳରେ ଆଦୃତ ଏକ ଲୋକ ନୃତ୍ୟ । ସେହି ଅଞ୍ଚଳରେ ବାସ କରୁଥିବା ଆଦିବାସୀ ତଥା ଅନ୍ୟ ସମ୍ପ୍ରଦାୟର ଲୋକମାନେ ପୂଜା ପାର୍ବଣ ଓ ଅନ୍ୟ ମେଳା ମଉଛବରେ ଏହି ନାଚ କରିଥାନ୍ତି । ବିଶେଷ ଭାବେ ଏହି ନାଚ ଶୈଳୀରେ ଦେହ ଓ ମୁଖର ବିଭିନ୍ନ ଭଙ୍ଗୀ ଉପରେ ଗୁରୁତ୍ୱ ଦିଆ ହୋଇଥାଏ । ଜଙ୍ଗଲରେ ବସବାସ କରୁଥିବା ଆଦିବାସୀମାନେ ସାଧାରଣତ ଜହ୍ନରାତିରେ ମୁକ୍ତଭାବେ ଏହା ପ୍ରଦର୍ଶନ କରିଥାନ୍ତି । [୧]

ଆଧାର[ସମ୍ପାଦନା]