ସରୋଜ କୁମାର ସାମଲ
ଦେଖଣା
ସରୋଜ କୁମାର ସାମଲ | |
---|---|
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | ନବୀନ ନନ୍ଦ |
ପର ଅଧିକାରୀ | ସୁଧୀର କୁମାର ସାମଲ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ଗଁଦିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୯ ଫେବୃଆରୀ ୧୯୬୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଅର୍ଚ୍ଚନା ସାମଲ |
ବାପା/ବୋଉ | ଇଶ୍ୱର ଚନ୍ଦ୍ର ସାମଲ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସରୋଜ କୁମାର ସାମଲ (ଜନ୍ମ: ୧୯ ଫେବୃଆରୀ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସରୋଜ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଗଁଦିଆ ଓ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସରୋଜ ୧୯୬୩ ମସିହାର ଫେବୃଆରୀ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଇଶ୍ୱର ଚନ୍ଦ୍ର ସାମଲ ଓ ପତ୍ନୀଙ୍କ ନାମ ଅର୍ଚ୍ଚନା ସାମଲ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସରୋଜ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ "Shri Saroj Kumar Samal". odishaassembly.nic.in. Odisha Assembly. Retrieved 2 August 2020.
- ↑ "Dhenkanal Assembly Election Results 2019 Live: Dhenkanal Constituency (Seat) Election Results, Live News". News18. June 2019. Retrieved 1 August 2020.