ସାନଖେମୁଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୯୭,୮୨୩
ଜିଲ୍ଲା: ଗଞ୍ଜାମ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଆସିକା
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ସାନଖେମୁଣ୍ଡି (କ୍ରମିକ ସଂଖ୍ୟା: ୧୩୦) ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସାନଖେମୁଣ୍ଡି ବ୍ଳକ ଓ ଧରାକୋଟ ବ୍ଳକ । [୧][୨]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ନନ୍ଦିନୀ ଦେବୀ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରମେଶ ଚନ୍ଦ୍ର ଜେନାଙ୍କଠାରୁ ୮୨୨୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୩]

ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ରମେଶ ଚନ୍ଦ୍ର ଜେନା, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କିଶୋର ଚନ୍ଦ୍ର ସିଂହ ଦେଓଙ୍କଠାରୁ ୨୩,୫୯୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ସାନଖେମୁଣ୍ଡି [୫]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
କଂଗ୍ରେସ ରମେଶ ଚନ୍ଦ୍ର ଜେନା ୫୦,୪୮୭ ୫୦.୩୫ -
ଭାଜପା କିଶୋର ଚନ୍ଦ୍ର ସିଂହ ଦେଓ ୨୬,୮୯୪ ୨୬.୮୨ -
ସିପିଆଇ ଏନ. ନାରାୟଣ ରେଡ୍ଡୀ ୧୫,୦୨୩ ୧୪.୮୯ -
ସ୍ୱାଧୀନ ଭାଲ ଚନ୍ଦ୍ର ଷଡ଼ଙ୍ଗୀ ୪,୫୧୯ ୪.୫୧ -
ରିସୋପା ଛବିଲାଲ ସ୍ୱାଇଁ ୧୯୬୧ ୧.୯୬ -
ସପା ଦିଲିପ କୁମାର ପାତ୍ର ୧୩୮୯ ୧.୩୯ -
ଭୋଟ ବ୍ୟବଧାନ ୨୩,୫୯୩ ୨୩.୫୩* -
ମତଦାନ ହାର ୧,୦୦,୨୭୮ ୫୫.୮୮ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

ନବଗଠିତ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୨୦୦୯ ଓ ୨୦୧୪ରେ ୨ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ:[୬][୩]

ଆଧାର[ସମ୍ପାଦନା]

  1. Assembly Constituencies and their Extent
  2. Seats of Odisha
  3. ୩.୦ ୩.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  4. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  5. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  6. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf