ସାବିତ୍ରୀ ଅଗ୍ରୱାଲ

ଉଇକିପିଡ଼ିଆ‌ରୁ
ସାବିତ୍ରୀ ଅଗ୍ରୱାଲ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀବେଦ ପ୍ରକାଶ ଅଗ୍ରୱାଲ
ନିର୍ବାଚନ ମଣ୍ଡଳୀପାଟକୁରା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀବେଦ ପ୍ରକାଶ ଅଗ୍ରୱାଲ
ବାପା/ବୋଉତୁଳସୀରାମ ସଙ୍ଗାନେରିଆ (ବାପା)
ବୃତ୍ତିରାଜନୀତିଜ୍ଞ

ସାବିତ୍ରୀ ଅଗ୍ରୱାଲ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସାବିତ୍ରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପାଟକୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସାବିତ୍ରୀ ଅଗ୍ରୱାଲଙ୍କ ବାପାଙ୍କ ନାମ ତୁଳସୀରାମ ସଙ୍ଗାନେରିଆ ଓ ପତିଙ୍କ ନାମ ବେଦ ପ୍ରକାଶ ଅଗ୍ରୱାଲ[୧] ସାବିତ୍ରୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସାବିତ୍ରୀ ଅଗ୍ରୱାଲ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରୁଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Sabitri Agarwalla". odishaassembly.nic.in. Odisha Assembly. Retrieved 25 March 2020.