ସାବିତ୍ରୀ ଅଗ୍ରୱାଲ
ଦେଖଣା
ସାବିତ୍ରୀ ଅଗ୍ରୱାଲ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ବେଦ ପ୍ରକାଶ ଅଗ୍ରୱାଲ |
ପର ଅଧିକାରୀ | ଅରବିନ୍ଦ ମହାପାତ୍ର |
ନିର୍ବାଚନ ମଣ୍ଡଳୀ | ପାଟକୁରା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ବେଦ ପ୍ରକାଶ ଅଗ୍ରୱାଲ |
ବାପା/ବୋଉ | ତୁଳସୀରାମ ସଙ୍ଗାନେରିଆ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସାବିତ୍ରୀ ଅଗ୍ରୱାଲ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସାବିତ୍ରୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ପାଟକୁରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସାବିତ୍ରୀ ଅଗ୍ରୱାଲଙ୍କ ବାପାଙ୍କ ନାମ ତୁଳସୀରାମ ସଙ୍ଗାନେରିଆ ଓ ପତିଙ୍କ ନାମ ବେଦ ପ୍ରକାଶ ଅଗ୍ରୱାଲ ।[୧] ସାବିତ୍ରୀଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ରୁ କମ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସାବିତ୍ରୀ ଅଗ୍ରୱାଲ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Sabitri Agarwalla". odishaassembly.nic.in. Odisha Assembly. Retrieved 25 March 2020.