ସାଲୁଗା ପ୍ରଧାନ
ସାଲୁଗା ପ୍ରଧାନ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଜାକବ୍ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଘୁ. ଉଦୟଗିରି |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ନାଗାର୍ଜୁନ ପ୍ରଧାନ |
ପର ଅଧିକାରୀ | ଅଜୟନ୍ତୀ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଘୁ. ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ଅକ୍ଟୋବର ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ସୁବେନ୍ତ୍ରୀ ପ୍ରଧାନ |
ବାପା/ବୋଉ | ରାଡ଼ୋ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସାଲୁଗା ପ୍ରଧାନ (ଜନ୍ମ: ୨୫ ଅକ୍ଟୋବର ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୦ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓଡ଼ିଶା ବିଧାନ ସଭା ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ସାଲୁଗା ପ୍ରଧାନ ୧୯୫୯ ମସିହାର ଅକ୍ଟୋବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଡ଼ୋ ପ୍ରଧାନ ଓ ପତ୍ନୀଙ୍କ ନାମ ସୁବେନ୍ତ୍ରୀ ପ୍ରଧାନ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ସାଲୁଗା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "Shri Saluga Pradhan". odishaassembly.nic.in. Odisha Assembly. Retrieved 30 April 2021.
ବାହାର ଆଧାର[ସମ୍ପାଦନା]
ଉଇକିମିଡ଼ିଆ କମନ୍ସରେ Saluga Pradhan-ସମ୍ପର୍କିତ ମିଡ଼ିଆ