ସିଂହବାହିନୀ

ଉଇକିପିଡ଼ିଆ‌ରୁ
ସିଂହବାହିନୀ
ନିର୍ଦ୍ଦେଶକରାଜୁ ମିଶ୍ର
ପ୍ରଯୋଜକସୁବାସ ରାଉତ
ସଂଳାପଶୀର୍ଷାନନ୍ଦ ଦାସ କାନୁନ୍‌ଗୋ
ଚିତ୍ରନାଟ୍ୟରାଜୁ ମିଶ୍ର
କାହାଣୀପ୍ରମିଳା ରାଉତ
କଳାକାରମିହିର ଦାସ
ଅଶ୍ରୁମୋଚନ ମହାନ୍ତି
ଉତ୍ତମ ମହାନ୍ତି
ଦେବୁ ବୋଷ
ରାଇମୋହନ
ଜ୍ୟୋତି ମିଶ୍ର
ସ୍ନିଗ୍ଧା ମହାନ୍ତି
ସଙ୍ଗୀତଅମରେନ୍ଦ୍ର ମହାନ୍ତି
ଚିତ୍ରଗ୍ରହଣରାଜୁ ମିଶ୍ର
ସମ୍ପାଦକଦେବେନ ମିଶ୍ର
ମୁକ୍ତିଲାଭ ତାରିଖ
୧୯୯୮
ଦେଶଭାରତ
ଭାଷାଓଡ଼ିଆ

ସିଂହବାହିନୀ ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁବାସ ରାଉତ ।[୧] ପ୍ରମିଳା ରାଉତ ଏହି କଥାଚିତ୍ରଟିର କାହାଣୀ ରଚାନ କରିଥିଲେ । ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ଅଭିନୟରେ[ସମ୍ପାଦନା]

ଗୀତ ଓ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅମରେନ୍ଦ୍ର ମହାନ୍ତି ।[୩] ଗୀତିକାର ଶୀର୍ଷାନନ୍ଦ ଦାସ କାନୁନ୍‌ଗୋ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଆଧାର[ସମ୍ପାଦନା]

  1. "ବିଶିଷ୍ଟ ଓଡ଼ିଆ ଫିଲ୍ମ ପ୍ରଯୋଜକ ସୁବାସ ରାଉତଙ୍କ ପରଲୋକ". PrameyaNews7 (in Odia). Odisha. 22 September 2018. Archived from the original on 13 October 2020. Retrieved 15 January 2019.{{cite news}}: CS1 maint: unrecognized language (link)
  2. "ଓଲିଉଡ୍‌କୁ ରାଇଙ୍କ ଲେଉଟାଣି". Dharitri.com (in Odia). Odisha. Archived from the original on 14 January 2019. Retrieved 14 January 2019.{{cite news}}: CS1 maint: unrecognized language (link)
  3. "ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ କରୋନାରେ ଦେହାନ୍ତ : ଭୁବନେଶ୍ୱରରେ ସମ କୋଭିଡ ହସ୍ପିଟାଲରେ ୫ଦିନ ହେଲା ଚାଲିଥିଲା ଚିକିତ୍ସା". www.kanaknews.com. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 17 May 2021. Retrieved 17 May 2021.

ଅଧିକ ତଥ୍ୟ[ସମ୍ପାଦନା]