ସୀମାଞ୍ଚଳ ବେହେରା

ଉଇକିପିଡ଼ିଆ‌ରୁ
ସୀମାଞ୍ଚଳ ବେହେରା
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ନିର୍ବାଚନ ମଣ୍ଡଳୀବୈଶିଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-05-03) ୩ ମଇ ୧୯୫୯ (ବୟସ ୬୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଲକ୍ଷ୍ମୀ ବେହେରା
ବାପା/ବୋଉଗଦାଧର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ସୀମାଞ୍ଚଳ ବେହେରା (ଜନ୍ମ: ୩ ମଇ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈଶିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସୀମାଞ୍ଚଳ ବେହେରା ୧୯୫୯ ମସିହାର ମଇ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଦାଧର ବେହେରା ଓ ପତ୍ନୀଙ୍କ ନାମ ଲକ୍ଷ୍ମୀ ବେହେରା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୀମାଞ୍ଚଳ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Simanchala Behera". odishaassembly.nic.in. Odisha Assembly. Retrieved 13 August 2022.