ସୁକିନ୍ଦା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ‌ରୁ
ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୭୩,୮୪୨
ଜିଲ୍ଲା: ଯାଜପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଯାଜପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ସୁକିନ୍ଦା (କ୍ରମିକ ସଂଖ୍ୟା: ୫୪) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ସୁକିନ୍ଦା ବ୍ଳକ ଓ ଦାନଗଦି ବ୍ଳକ ।[୨][୩]

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରୀତିରଞ୍ଜନ ଘଡେଇ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶରତ ରାଉତଙ୍କଠାରୁ ୪୭୦୪ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଶରତ ରାଉତଙ୍କଠାରୁ ୨,୪୦୩ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ[ସମ୍ପାଦନା]

୨୦୦୯ ବିଧାନ ସଭା ନିର୍ବାଚନ, ସୁକିନ୍ଦା [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ୫୮,୭୬୫ ୪୭.୭୧ -
କଂଗ୍ରେସ ଶରତ ରାଉତ ୫୬,୩୬୨ ୪୫.୭୬ -
ଭାଜପା ଦୋଳ ଗୋବିନ୍ଦ ମହନ୍ତ ୨,୪୨୮ ୧.୯୭ -
ବସପା ଗୀତାଞ୍ଜଳି ମହନ୍ତ ୧,୯୫୫ ୧.୫୯ -
ଝାମୁମୋ ସୁଦର୍ଶନ ହଇବୃ ୯୭୩ ୦.୭୯ -
ସ୍ୱାଧୀନ ମାୟାଧର ନାୟକ ୮୨୯ ୦.୬୭ -
ସ୍ୱାଧୀନ ଯଦୁମଣୀ ମହନ୍ତ ୭୫୫ ୦.୬୧ -
ଓଡ଼ିଶା ମୁକ୍ତି ମୋର୍ଚ୍ଚା ଶେଖ ସବାନ ଅଲୀ ୪୩୧ ୦.୩୫ -
ସ୍ୱାଧୀନ ଦିଲ୍ଲିପ କୁମାର ନାୟକ ୪୦୨ ୦.୩୩ -
ସ୍ୱାଧୀନ ଅମୂଲ୍ୟ କୃଷ୍ଣ ଦାସ ୨୭୫ ୦.୨୨ -
ଭୋଟ ବ୍ୟବଧାନ ୨,୪୦୩ ୧.୯୫* -
ମତଦାନ ହାର ୧,୨୩,୧୯୩ ୭୬.୪୪ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ[ସମ୍ପାଦନା]

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୪ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର[ସମ୍ପାଦନା]

  1. "Sukinda Assembly Election 2009, Orissa". empoweringindia.org. 2013 [last update]. Retrieved 7 June 2013. Constituency: Sukinda (54) District : Jajpur {{cite web}}: Check date values in: |year= (help)
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 2403
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 23-Sukinda Constituency of ORISSA". eci.nic.in. 2006. Retrieved 7 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ[ସମ୍ପାଦନା]