ସୁଜିତ କୁମାର ପାଢ଼ୀ
ଦେଖଣା
ସୁଜିତ କୁମାର ପାଢ଼ୀ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ହିମାଂଶୁ ଶେଖର ପାଢ଼ୀ |
ପର ଅଧିକାରୀ | ସଚ୍ଚିଦାନନ୍ଦ ଦଲାଲ |
ନିର୍ବାଚନ ମଣ୍ଡଳୀ | ବୌଦ୍ଧ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଅଗଷ୍ଟ ୧୯୫୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ହିମାଂଶୁ ଶେଖର ପାଢ଼ୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁଜିତ କୁମାର ପାଢ଼ୀ (ଜନ୍ମ: ୧୫ ଅଗଷ୍ଟ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁଜିତ କୁମାର ପାଢ଼ୀ ୧୯୫୮ ମସିହାର ଅଗଷ୍ଟ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହିମାଂଶୁ ଶେଖର ପାଢ଼ୀ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁଜିତ କୁମାର ପାଢ଼ୀ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Sujit Kumar Padhi". odishaassembly.nic.in. Odisha Assembly. Retrieved 9 May 2021.