ସୁଧୀର କୁମାର ସାମଲ
Appearance
ସୁଧୀର କୁମାର ସାମଲ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ସରୋଜ କୁମାର ସାମଲ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | କୃଷ୍ଣ ଚନ୍ଦ୍ର ପାତ୍ର |
ପର ଅଧିକାରୀ | ନବୀନ ନନ୍ଦ |
ନିର୍ବାଚନ ମଣ୍ଡଳୀ | ଢେଙ୍କାନାଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅବନ୍ତୀ ସାମଲ |
ବାପା/ବୋଉ | ଅଧିକାରୀ ସାମଲ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁଧୀର କୁମାର ସାମଲ (ଜନ୍ମ: ୧ ଜାନୁଆରୀ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁଧୀର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି । ୨୦୦୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁଧୀର ୧୯୬୪ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅଧିକାରୀ ସାମଲ ଓ ପତ୍ନୀଙ୍କ ନାମ ଅବନ୍ତୀ ସାମଲ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁଧୀର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଭାରତୀୟ ଜାତୀୟ କଂଗ୍ରେସର କାର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୩]
ଆଧାର
[ସମ୍ପାଦନା]- ↑ "Shri Sudhir Kumar Samal". odishaassembly.nic.in. Odisha Assembly. Retrieved 1 August 2020.
- ↑ Bisoyi, Sujit Kumar (30 April 2017). "Former Congress MLA Sudhir Samal joins BJD". The Times of India. Retrieved 2 August 2020.
- ↑ "Dhenkanal Assembly Election Results 2019 Live: Dhenkanal Constituency (Seat) Election Results, Live News". News18. June 2019. Retrieved 1 August 2020.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Sudhir Kumar Samal-ସମ୍ପର୍କିତ ମିଡ଼ିଆ