ସୁନନ୍ଦା ଦାସ
ଦେଖଣା
ସୁନନ୍ଦା ଦାସ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଦେବାଶିଷ ନାୟକ |
ପର ଅଧିକାରୀ | ବିଶ୍ୱ ରଞ୍ଜନ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ବରୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଫେବୃଆରୀ ୧୯୭୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଦେବେନ୍ଦ୍ର ଦାସ |
ବାପା/ବୋଉ | କେଶବ ଚନ୍ଦ୍ର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁନନ୍ଦା ଦାସ (ଜନ୍ମ: ୨ ଫେବୃଆରୀ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁନନ୍ଦା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ସୁନନ୍ଦା ଦାସ ୧୯୭୪ ମସିହାର ଫେବୃଆରୀ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କେଶବ ଚନ୍ଦ୍ର ଦାସ ଓ ପତିଙ୍କ ନାମ ଦେବେନ୍ଦ୍ର ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁନନ୍ଦା ଦାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Sunanda Das". odishaassembly.nic.in. Odisha Assembly. Retrieved 14 December 2019.