ସୁନ୍ଦର ମୋହନ ମାଝି

ଉଇକିପିଡ଼ିଆ‌ରୁ
ସୁନ୍ଦର ମୋହନ ମାଝି
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀସୁନ୍ଦର ମୋହନ ମାଝି
ପର ଅଧିକାରୀଶମ୍ଭୁନାଥ ନାୟକ
ନିର୍ବାଚନ ମଣ୍ଡଳୀଜଶୀପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1942-07-01) ୧ ଜୁଲାଇ ୧୯୪୨ (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଯମୁନା ଟୁଡୁ
ବାପା/ବୋଉରାଧାମୋହନ ଟୁଡୁ (ବାପା)
ବୃତ୍ତିରାଜନୀତିଜ୍ଞ

ସୁନ୍ଦର ମୋହନ ମାଝି (ଜନ୍ମ: ୧ ଜୁଲାଇ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସୁନ୍ଦର ମୋହନ ମାଝି ୧୯୪୨ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରାଧାମୋହନ ଟୁଡୁ ଏବଂ ତାଙ୍କ ପତ୍ନୀଙ୍କ ନାମ ଯମୁନା ଟୁଡୁ ।[୧] ସୁନ୍ଦର ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁନ୍ଦର ମୋହନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Sundar Mohan Majhi". odishaassembly.nic.in. Odisha Assembly. Retrieved 7 October 2019.