ସୁବୋଧ ଚାଟାର୍ଜି
ଦେଖଣା
ସୁବୋଧ ଚାଟାର୍ଜି | |
---|---|
ବୃତ୍ତି | ଲେଖକ |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ନାଗରିକତା | ଭାରତୀୟ |
ସୁବୋଧ ଚାଟାର୍ଜି ଓଡ଼ିଶାରେ ଜନ୍ମିତ ଜଣେ ଜଣାଶୁଣା ଓଡ଼ିଆ ଲେଖକ ଓ ଅନୁବାଦକ ଥିଲେ ।
ରଚନାବଳୀ
[ସମ୍ପାଦନା]ଅନୁବାଦ
[ସମ୍ପାଦନା]ସେ "ରିଚାର୍ଡ଼ସନ"ଙ୍କ ଲିଖିତ ଇଂରାଜୀ ବହି "'Pamela"ର ଓଡ଼ିଆରେ ରୂପାନ୍ତର କରିଥିଲେ ।[୧]
ସମ୍ମାନ ଓ ପୁରସ୍କାର
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ Changing the Terms, Translating in the Postcolonial Era Archived 2011-08-27 at the Wayback Machine.. Sherry Simon and Paul St-Pierre. 272 pages . 6 x 9 ISBN 978-0-7766-0524-1 (November 2000). pp. 77