ସୂର୍ଯ୍ୟମଣୀ ଜେନା
ଦେଖଣା
ସୂର୍ଯ୍ୟମଣୀ ଜେନା | |
---|---|
ବିଧାୟକ: ୧୧ଶ, ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୪ | |
ପୂର୍ବ ଅଧିକାରୀ | ଜଗନ୍ନାଥ ମଲ୍ଲିକ |
ପର ଅଧିକାରୀ | ପରମେଶ୍ୱର ସେଠୀ |
ନିର୍ବାଚନ ମଣ୍ଡଳୀ | ଯାଜପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଜୁନ ୬, ୧୯୪୩ |
ମୃତ୍ୟୁ | ୧୩ ଜୁନ ୨୦୧୮ | (ବୟସ ୭୫)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ଦଳ |
ଜୀବନ ସାଥୀ | ସରସ୍ୱତୀ ଜେନା |
ବାପା/ବୋଉ | ଅଗନୀ ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୂର୍ଯ୍ୟମଣୀ ଜେନା (୬ ଜୁନ ୧୯୪୩ - ୧୩ ଜୁନ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସୂର୍ଯ୍ୟମଣୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୯୫ ଓ ୨୦୦୦ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୂର୍ଯ୍ୟମଣୀ ଜେନା ୧୯୪୩ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଅଗନୀ ଜେନା ଏବଂ ପତ୍ନୀଙ୍କ ନାମ ସରସ୍ୱତୀ ଜେନା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୂର୍ଯ୍ୟମଣୀ ଜେନା ଓଡ଼ିଶା ରାଜନୀତିରେ ଜନତା ଦଳ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସୂର୍ଯ୍ୟମଣୀ ଜେନା ୨୦୧୮ ମସିହାର ଜୁନ ମାସ ୧୩ ତାରିଖରେ ମୃତ୍ୟବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା ।